ମାର୍କ 9:50 - ଓଡିଆ ବାଇବେଲ50 ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ ? ତୁମ୍ଭେମାନେ ଆପଣମାନଙ୍କ ମଧ୍ୟରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ । Viz kapitolaପବିତ୍ର ବାଇବଲ (Re-edited) - (BSI)50 ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ଵହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ଵାଦଯୁକ୍ତ କରିବ? ତୁମ୍ଭେମାନେ ଆପଣା ଆପଣାଠାରେ ଲବଣ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ। Viz kapitolaପବିତ୍ର ବାଇବଲ (CL) NT (BSI)50 “ଲବଣ ଗୋଟିଏ ଉତ୍ତମ ପଦାର୍ଥ; କିନ୍ତୁ ଲବଣ ଯଦି ତା’ର ଲବଣତ୍ୱ ହରାଏ, ତାକୁ କିପରି ଲବଣାକ୍ତ କରାଯାଇପାରେ? “ତୁମ୍ଭମାନଙ୍କ ଅନ୍ତରରେ ବନ୍ଧୁତ୍ୱ ରୂପକ ଲବଣ ରହୁ, ତା’ହେଲେ ତୁମ୍ଭେମାନେ ପରସ୍ପର ସହିତ ଶାନ୍ତିରେ ବାସ କରିପାରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ। Viz kapitolaପବିତ୍ର ବାଇବଲ50 “ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତା'ର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତିରେ ରୁହ।” Viz kapitola |