ନାହୂମ 1:2 - ଓଡିଆ ବାଇବେଲ2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ (ସ୍ଵଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ଵର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି। Viz kapitolaପବିତ୍ର ବାଇବଲ2 ସଦାପ୍ରଭୁ ଈର୍ଷାପରାୟଣ ଏବଂ ପ୍ରତିଶୋଧ ପରାୟଣ। ସେ କ୍ରୋଧାନ୍ୱିତ ହୋଇ ପ୍ରତିଶୋଧ ନିଅନ୍ତି। ତାଙ୍କର ବିରୁଦ୍ଧାଚରଣ କରୁଥିବା ଲୋକମାନଙ୍କ ଉପରେ ସେ ପ୍ରତିଶୋଧ ନିଅନ୍ତି। ସେ ତାଙ୍କର ଶତ୍ରୁମାନଙ୍କ ଉପରେ ରାଗନ୍ତି। Viz kapitola |