ନାହୂମ 1:6 - ଓଡିଆ ବାଇବେଲ6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ତତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ଵାରା ଶୈଳସବୁ ବିଦୀର୍ଣ୍ଣ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ। Viz kapitolaପବିତ୍ର ବାଇବଲ6 ସଦାପ୍ରଭୁଙ୍କ କ୍ରୋଧ ବିରୁଦ୍ଧରେ କେହି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କ୍ରୋଧକୁ କେହି ସହ୍ୟ କରି ପାରିବେ ନାହିଁ। ତାଙ୍କର କ୍ରୋଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନରେ ପଥରଗୁଡ଼ିକ ଖଣ୍ତ ଖଣ୍ତ ହୋଇଯିବ। Viz kapitola |