ନାହୂମ 2:5 - ଓଡିଆ ବାଇବେଲ5 ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେ ଆପଣା ପ୍ରତାପାନ୍ଵିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି। Viz kapitolaପବିତ୍ର ବାଇବଲ5 ସେ ତାଙ୍କର ଅଧିକାରୀମାନଙ୍କୁ ଆଦେଶ ଦିଅନ୍ତି। ଯେତେବେଳେ ସେମାନେ ଆଗକୁ ଗତି କରନ୍ତି, ସେମାନେ ଝୁଣ୍ଟି ପଡ଼ନ୍ତି। ସେମାନେ କାନ୍ଥ ନିକଟକୁ ଯାଆନ୍ତି ଏବଂ ସେମାନଙ୍କର ଢାଲଗୁଡ଼ିକ ଠିକ୍ କରନ୍ତି। Viz kapitola |