ନାହୂମ 2:7 - ଓଡିଆ ବାଇବେଲ7 ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ହୁତ୍ସାବ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ଵର ପରି ଶୋକ କରୁଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି। Viz kapitolaପବିତ୍ର ବାଇବଲ7 ରାଣୀ ଶତ୍ରୁମାନଙ୍କ ଦ୍ୱାରା ଧରା ପଡ଼ିଛନ୍ତି ଓ ଦୂରକୁ ନିଆ ହୋଇଛନ୍ତି। ଏବଂ ତାଙ୍କର ଦାସୀମାନେ ଦୁଃଖରେ କପୋତ ପରି କ୍ରନ୍ଦନ କରୁଛନ୍ତି। ସେମାନେ ସେମାନଙ୍କର ଦୁଃଖ ଜଣାଇବାକୁ ଛାତିକୁ ପ୍ରହାର କରୁଛନ୍ତି। Viz kapitola |