ନାହୂମ 2:8 - ଓଡିଆ ବାଇବେଲ8 ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; ଠିଆ ହୁଅ, ଠିଆ ହୁଅ କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ଵରୂପା ହୋଇଅଛି; ତଥାପି ସେସମସ୍ତେ ପଳାୟନ କରନ୍ତି; ଛିଡ଼ା ହୁଅ, ଛିଡ଼ା ହୁଅ କହିଲେ ହେଁ କେହି ପଛକୁ ଅନାନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ନୀନିବୀ ପୂର୍ବକାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; “ଠିଆ ହୁଅ, ଠିଆ ହୁଅ” କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ। Viz kapitolaପବିତ୍ର ବାଇବଲ8 ନୀନିବୀ ଏକ ପୁଷ୍କରଣୀ ସଦୃଶ ଯାହାର ଜଳ ବାହାରି ଯାଉଛି। ଲୋକମାନେ, “ଦୌଡ଼ୁଛନ୍ତି ଏବଂ ତାହା ବନ୍ଦ କରିବାକୁ ଚିତ୍କାର କରୁଛନ୍ତି!” କିନ୍ତୁ କେହି ମଧ୍ୟ ସେମାନଙ୍କର କ୍ରନ୍ଦନକୁ ଧ୍ୟାନ ଦେଉ ନାହାନ୍ତି। Viz kapitola |