Online Bible

- Reklamy -




ନାହୂମ 3:10 - ଓଡିଆ ବାଇବେଲ

10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ଵ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ତରେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ , ଆଉ ତାହାର ବଡ଼ ଲୋକ ସମସ୍ତେ ଶୃଙ୍ଖଲରେ ବନ୍ଧା ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।

Viz kapitola kopírovat

ପବିତ୍ର ବାଇବଲ

10 କିନ୍ତୁ ନୋ-ଆମୋନ ପରାଜିତ ହେଲା। ତା'ର ଲୋକମାନେ ବନ୍ଦୀଭାବରେ ଗୋଟିଏ ବିଦେଶକୁ ନିଆଗଲେ। ସୈନ୍ୟମାନେ ରାସ୍ତାର ପ୍ରତ୍ୟେକ କୋଣରେ ତା'ର ଛୋଟ ପିଲାମାନଙ୍କୁ ପିଟି ପିଟି ମାରି ଦେଲେ। ଏବଂ ସେମାନେ ତାଙ୍କର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ତାଙ୍କର ବଡ଼ ଲୋକ ସମସ୍ତେ ଶୃଙ୍ଖଳରେ ବନ୍ଧା ହେଲେ।

Viz kapitola kopírovat




ନାହୂମ 3:10

Následuj nás:

Reklamy


Reklamy