Online Bible

- Reklamy -




ନାହୂମ 3:15 - ଓଡିଆ ବାଇବେଲ

15 ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ଼୍‍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।

Viz kapitola kopírovat

ପବିତ୍ର ବାଇବଲ

15 ତୁମ୍ଭେ ସେହିସବୁ କାମ କରି ପାରିବ। କିନ୍ତୁ ଅଗ୍ନି ତଥାପି ତୁମ୍ଭକୁ ସମ୍ପୂର୍ଣ୍ଣଭାବେ ଧ୍ୱଂସ କରିବ। ଖଣ୍ତା ତୁମ୍ଭକୁ ହତ୍ୟା କରିବ, ତୁମ୍ଭର ଜମିରେ ଦଳେ ପଙ୍ଗପାଳ ସଦୃଶ ଦେଖାଯିବେ ଯିଏ କି ଆସିବ ଏବଂ ସବୁ ଖାଇ ଦେବେ। ନୀନିବୀ, ତୁମ୍ଭେ ବଢ଼ି ଗ୍ଭଲିଲ। ତୁମ୍ଭେ ପଲ ପଙ୍ଗପାଳ ସଦୃଶ ହେଲ।

Viz kapitola kopírovat




ନାହୂମ 3:15

Následuj nás:

Reklamy


Reklamy