Online Bible

- Reklamy -




ନାହୂମ 3:5 - ଓଡିଆ ବାଇବେଲ

5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।

Viz kapitola kopírovat

ପବିତ୍ର ବାଇବଲ

5 ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ହେ ନୀନିବୀ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅଛୁ। ଆମ୍ଭେ ମୁଖମଣ୍ତଳରୁ ତୁମ୍ଭର ପୋଷାକ ଉଠେଇ ନେବା। ସମସ୍ତ ଦେଶ ତୁମ୍ଭର ଉଲଗ୍ନ ଶରୀର ଦେଖିବେ। ସେହି ରାଜ୍ୟଗୁଡ଼ିକ ତୁମ୍ଭର ଲଜ୍ଜିତରୂପ ଦେଖିବେ।

Viz kapitola kopírovat




ନାହୂମ 3:5

Následuj nás:

Reklamy


Reklamy