ନିହିମୀୟା 13:7 - ଓଡିଆ ବାଇବେଲ7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ୍, ଟୋବୀୟ ନିମନ୍ତେ ପରମେଶ୍ଵରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଅନିଷ୍ଟ କରିଥିଲା, ତାହା ବୁଝିଲି। ଣ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି। Viz kapitolaପବିତ୍ର ବାଇବଲ7 ଏହା ପରେ ମୁଁ ଯିରୁଶାଲମକୁ ଫେରି ଆସିଲି ଏବଂ ଇଲିୟାଶୀବ୍, ଟୋବିୟ ନିମନ୍ତେ ପରମେଶ୍ୱରଙ୍କ ମନ୍ଦିରର ପ୍ରାଙ୍ଗଣରେ ଏକ କୋଠରୀ ପ୍ରସ୍ତୁତ କରି ଯେଉଁ ମନ୍ଦକର୍ମ କରିଥିଲା ତାହା ବିଷୟରେ ଶୁଣିଲି। Viz kapitola |