ଗଣନା ପୁସ୍ତକ 1:42 - ଓଡିଆ ବାଇବେଲ42 ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ; Viz kapitolaପବିତ୍ର ବାଇବଲ (Re-edited) - (BSI)42 ନପ୍ତାଲି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ; Viz kapitolaପବିତ୍ର ବାଇବଲ42 ନପ୍ତାଲି ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା। Viz kapitola |