ଗଣନା ପୁସ୍ତକ 10:10 - ଓଡିଆ ବାଇବେଲ10 ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Viz kapitolaପବିତ୍ର ବାଇବଲ10 ଆଉ ମଧ୍ୟ ତୁମ୍ଭମାନଙ୍କ ଆନନ୍ଦ ଦିନରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ୱରଙ୍କ ସମ୍ମୁଖରେ ସ୍ମରଣାର୍ଥେ କରାଯିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।” Viz kapitola |