ଗଣନା ପୁସ୍ତକ 10:14 - ଓଡିଆ ବାଇବେଲ14 ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା। Viz kapitolaପବିତ୍ର ବାଇବଲ14 ପ୍ରଥମେ ଯିହୁଦା ଗୋଷ୍ଠୀର ଧ୍ୱଜା ଆଗେ ଆଗେ ଗତିକଲା; ଆଉ ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କର ଅଧିନାୟକ ଥିଲେ। Viz kapitola |