ଗଣନା ପୁସ୍ତକ 10:23 - ଓଡିଆ ବାଇବେଲ23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା। Viz kapitolaପବିତ୍ର ବାଇବଲ23 ତା'ପରେ ଆସିଲେ ମନଃଶି ଲୋକମାନଙ୍କର ବଂଶ ଓ ସେମାନଙ୍କର ଅଧିନାୟକ ଥିଲେ ପଦାହସୂରର ପୁତ୍ର ଗମଲିୟେଲ। Viz kapitola |