ଗଣନା ପୁସ୍ତକ 11:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣ-ଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତ ଭାଗ ଗ୍ରାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ଵଳିତ ହୋଇ ଛାଉଣିର ପ୍ରା; ଭାଗ ଗ୍ରାସ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା। Viz kapitolaପବିତ୍ର ବାଇବଲ1 ତା'ପରେ ଲୋକମାନେ ସଦାପ୍ରଭୁଙ୍କଠାରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା। Viz kapitola |