ଗଣନା ପୁସ୍ତକ 13:30 - ଓଡିଆ ବାଇବେଲ30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷା; କରି କହିଲେ, ଆସ, ଆମ୍ଭେମାନେ ଏକାବେଳକେ ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।” Viz kapitolaପବିତ୍ର ବାଇବଲ30 କାଲେବ୍ ମୋଶାଙ୍କ ନିକଟରେ ଥିବା ଲୋକମାନଙ୍କୁ କହିଲେ, “ଆସ ଆମ୍ଭେମାନେ ଏହାକୁ ଅକ୍ତିଆର କରିବା, ସେମାନଙ୍କୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି।” Viz kapitola |