ଗଣନା ପୁସ୍ତକ 13:33 - ଓଡିଆ ବାଇବେଲ33 ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।” Viz kapitolaପବିତ୍ର ବାଇବଲ33 ସେଠାରେ ଆମ୍ଭେମାନେ ଅନାକର ନେଫଲିମ୍ ସନ୍ତାନ ମହାବୀରଗଣଙ୍କୁ ଦେଖିଲୁ, ଆଉ ସେମାନଙ୍କ ଦୃଷ୍ଟିରେ ଆମ୍ଭେମାନେ ଝିଣ୍ଟିକା ପରି ହେଲୁ।” Viz kapitola |