ଗଣନା ପୁସ୍ତକ 14:34 - ଓଡିଆ ବାଇବେଲ34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧ ବହିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ। Viz kapitolaପବିତ୍ର ବାଇବଲ34 ଗୋଟିଏ ବର୍ଷ ଗୋଟିଏ ଦିନ ହିସାବରେ ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ସେହି ଦେଶ ଅନୁସନ୍ଧାନ କରିବା ସମୟରେ ପ୍ରାନ୍ତରର ଏଣେ ତେଣେ ବୁଲିବ, ତା'ପରେ ମୋର କ୍ରୋଧ ତୁମ୍ଭେ ଜାଣିବ।’ Viz kapitola |