ଗଣନା ପୁସ୍ତକ 14:38 - ଓଡିଆ ବାଇବେଲ38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ। Viz kapitolaପବିତ୍ର ବାଇବଲ38 ମାତ୍ର ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ୍ ଜୀବିତ ରହିଲେ। Viz kapitola |