ଗଣନା ପୁସ୍ତକ 14:4 - ଓଡିଆ ବାଇବେଲ4 ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିରେ ସେମାନେ ଏକକୁ ଆରେକ କହିଲେ, ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।” Viz kapitolaପବିତ୍ର ବାଇବଲ4 ସେମାନେ ପରପ୍ପର ମଧ୍ୟରେ କଥା ହେଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରାଧାନ କରି ମିଶରକୁ ଫେରିଯିବା।” Viz kapitola |