ଗଣନା ପୁସ୍ତକ 14:8 - ଓଡିଆ ବାଇବେଲ8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେବେ ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଦମଧୁପ୍ରବାହୀ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ। Viz kapitolaପବିତ୍ର ବାଇବଲ8 ଯେବେ ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦେବେ, ସେହି ଦେଶ ଦୁଗ୍ଧମଧୁପ୍ରବାହୀ ଅଟେ। Viz kapitola |