ଗଣନା ପୁସ୍ତକ 15:14 - ଓଡିଆ ବାଇବେଲ14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେହି ପ୍ରକାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେ ପ୍ରକାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେପ୍ରକାର କର, ସେ ସେହି ପ୍ରକାର କରିବ। Viz kapitolaପବିତ୍ର ବାଇବଲ14 ଯଦି ତୁମ୍ଭ ସହିତ ବାସ କରୁଥିବା ଜଣେ ବିଦେଶୀ ଲୋକ କିମ୍ବା ସେ ସମନ୍ଧରେ କୌଣସି ବିଦେଶୀଗତ ସ୍ଥାୟୀ ଅଧିବାସୀ କିମ୍ବା ଯେକେହି ତୁମ୍ଭ ସହିତ ଦୀର୍ଘଦିନ ଧରି ବାସ କରୁଥିବା ଲୋକ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଅର୍ପଣ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭ ପ୍ରତି ପ୍ରଯୁଜ୍ୟ ହେଉଥିବା ସମାନ ପଦ୍ଧତି ତା’ ପାଇଁ ଅନୁସୃତ ହେବା ଉଚିତ୍। Viz kapitola |