ଗଣନା ପୁସ୍ତକ 15:28 - ଓଡିଆ ବାଇବେଲ28 ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମା ପ୍ରାପ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପୁଣି ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମା ପ୍ରାପ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ। Viz kapitolaପବିତ୍ର ବାଇବଲ28 ଯେଉଁ ଲୋକ ଅନିଛାରେ ଅପରାଧ କରେ, ଯାଜକ ତାହା ପାଇଁ ପ୍ରାୟଶ୍ଚିତ କରିବ, ତହିଁରେ ତାକୁ କ୍ଷମା କରାଯିବ। Viz kapitola |