ଗଣନା ପୁସ୍ତକ 18:26 - ଓଡିଆ ବାଇବେଲ26 “ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେତେବେଳେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 “ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ‘ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ26 “ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲର ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେତେବେଳେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ ସେତେବେଳେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ମୋଟରୁ ପାଇଥିବା ଏକ ଦଶମାଂଶ ଉତ୍ସର୍ଗ କରିବ। Viz kapitola |