ଗଣନା ପୁସ୍ତକ 19:17 - ଓଡିଆ ବାଇବେଲ17 ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ। Viz kapitolaପବିତ୍ର ବାଇବଲ17 “ପୁଣି ଲୋକମାନେ ସେହି ଅଶୁଚି ଲୋକକୁ ଶୁଚି କରିବା ପାଇଁ ପାପାର୍ଥକ ବଳିର ଦଗ୍ଧ ଭସ୍ମ ନେବେ ଓ ତାକୁ ଏକ ପାତ୍ରରେ ରଖି ପ୍ରବାହଜଳ ସେଥିରେ ଢାଳିବେ। Viz kapitola |