Online Bible

- Reklamy -




ଗଣନା ପୁସ୍ତକ 20:19 - ଓଡିଆ ବାଇବେଲ

19 ସେତେବେଳେ ଇସ୍ରାଏଲ ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ; ଯେବେ ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”

Viz kapitola kopírovat

ପବିତ୍ର ବାଇବଲ

19 ଇସ୍ରାଏଲର ଲୋକମାନେ କହିଲେ, “ଆମ୍ଭେମାନେ କେବଳ ତୁମ୍ଭ ସଡ଼କ ଦେଇ ଯିବୁ। ଯଦି ଆମ୍ଭେମାନେ କିମ୍ବା ଆମ୍ଭମାନଙ୍କ ପଶୁ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ, ଆମ୍ଭେମାନେ କେବଳ ତୁମ୍ଭ ଦେଶ ଦେଇ ପାଦରେ ଯିବୁ। ଆମ୍ଭେମାନେ ଆଉକିଛି କରିବୁ ନାହିଁ।”

Viz kapitola kopírovat




ଗଣନା ପୁସ୍ତକ 20:19

Následuj nás:

Reklamy


Reklamy