ଗଣନା ପୁସ୍ତକ 20:21 - ଓଡିଆ ବାଇବେଲ21 ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ଵୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ। Viz kapitolaପବିତ୍ର ବାଇବଲ21 ଏହିପରି ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେଲେ ନାହିଁ। ତେଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଯାଇ ଅନ୍ୟ ବାଟରେ ଗଲେ। Viz kapitola |