ଗଣନା ପୁସ୍ତକ 21:18 - ଓଡିଆ ବାଇବେଲ18 ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକ-ମାନଙ୍କର କୁଳୀନମାନେ ରାଜଦଣ୍ତ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।” Viz kapitolaପବିତ୍ର ବାଇବଲ18 ରାଜାମାନେ ଓ ଅଧିପତିମାନେ ସେହି କୂପ ଖୋଳିଛନ୍ତି। କୁଳୀନମାନେ ଓ ରାଜାମାନେ ସେମାନଙ୍କର ଆଶାବାଡ଼ିରେ ଓ ରାଜଦଣ୍ଡରେ ତାହା ଖୋଳିଛନ୍ତି। ଏହା ମରୁଭୂମି ମଧ୍ୟରେ ଏକ ଉପହାର ଅଟେ।” Viz kapitola |