ଗଣନା ପୁସ୍ତକ 21:2 - ଓଡିଆ ବାଇବେଲ2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, ଯେବେ ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ତେବେ ଆମ୍ଭେ ସେମାନଙ୍କ ନଗରସବୁ ବର୍ଜନୀୟ ରୂପେ ବିନାଶ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।” Viz kapitolaପବିତ୍ର ବାଇବଲ2 ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କଠାରେ ପ୍ରତିଜ୍ଞା କଲେ: “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କର, ତେବେ ଆମ୍ଭେ ସେମାନଙ୍କ ନଗରସବୁ ବିନାଶ କରିବୁ।” Viz kapitola |