ଗଣନା ପୁସ୍ତକ 21:22 - ଓଡିଆ ବାଇବେଲ22 “ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।” Viz kapitolaପବିତ୍ର ବାଇବଲ22 “ଦୟାକରି ତୁମ୍ଭ ରାଜ୍ୟ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ। ଆମ୍ଭେମାନେ ତୁମ୍ଭ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାଲତାକୁ ପ୍ରବେଶ କରିବୁ ନାହିଁ। ଆମ୍ଭେମାନେ ତୁମ୍ଭ କୂପରୁ ଜଳପାନ କରିବୁ ନାହିଁ। ଆମ୍ଭେମାନେ ତୁମ୍ଭ ଦେଶସୀମା ପାର ହେବା ପର୍ଯ୍ୟନ୍ତ କେବଳ ରାଜପଥ ଦେଇ ଗମନ କରିବୁ।” Viz kapitola |