ଗଣନା ପୁସ୍ତକ 21:5 - ଓଡିଆ ବାଇବେଲ5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Viz kapitolaପବିତ୍ର ବାଇବଲ5 ତହିଁରେ ଲୋକମାନେ ପରମେଶ୍ୱର ଓ ମୋଶାଙ୍କ ବିରୁଦ୍ଧରେ ଅଭିଯୋଗ କଲେ ଏବଂ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠାରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭେମାନେ ଏହି ଅଖାଦ୍ୟକୁ ଘୃଣା କରୁ।” Viz kapitola |