ଗଣନା ପୁସ୍ତକ 21:7 - ଓଡିଆ ବାଇବେଲ7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାପ କଲୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିଷୟରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ। ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ7 ଏଥିରେ ଲୋକମାନେ ମୋଶାଙ୍କ ନିକଟକୁ ଆସି ନିବେଦନ କଲେ, “ଆମ୍ଭେମାନେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରି ପାପ କରିଅଛୁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂରେଇ ନେବେ।” ତେଣୁ ମୋଶା ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ। Viz kapitola |