ଗଣନା ପୁସ୍ତକ 22:18 - ଓଡିଆ ବାଇବେଲ18 ଏଥିରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଥିରେ ବିଲୀୟମ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ଵର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ। Viz kapitolaପବିତ୍ର ବାଇବଲ18 ଏଥିରେ ବିଲିୟମ ବାଲାକ୍ର ଦାସମାନଙ୍କୁ କହିଲେ, “ଯଦି ବାଲାକ୍ ସୁନା, ରୂପାରେ ପରିପୂର୍ଣ୍ଣ ନିଜର ଗୃହକୁ ମୋତେ ଦେଇ ଦିଅନ୍ତି, ତଥାପି ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ଆଜ୍ଞା ବାହାରକୁ ଯାଇ ପାରିବି ନାହିଁ। Viz kapitola |