ଗଣନା ପୁସ୍ତକ 22:37 - ଓଡିଆ ବାଇବେଲ37 ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ ?” Viz kapitolaପବିତ୍ର ବାଇବଲ (Re-edited) - (BSI)37 ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯନିରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତା; ଅସମର୍ଥ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?” Viz kapitolaପବିତ୍ର ବାଇବଲ37 ବାଲାକ୍ ବିଲିୟମକୁ କହିଲେ, “ମୁଁ ତୁମ୍ଭକୁ ମୋର କୁଳିନମାନଙ୍କ ମାଧ୍ୟମରେ ନିମନ୍ତ୍ରଣ କଲି। କିନ୍ତୁ ତୁମ୍ଭେ ଆସିଲ ନାହିଁ। ମୁଁ କ’ଣ ତୁମ୍ଭକୁ ପୁରସ୍କାର ଦେବାକୁ ସମର୍ଥ ନୁହେଁ କି?” Viz kapitola |