ଗଣନା ପୁସ୍ତକ 23:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ବିଲୀୟମ ବାଲାକଙ୍କୁ କହିଲା, ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।” Viz kapitolaପବିତ୍ର ବାଇବଲ1 ତା'ପରେ ବିଲିୟମ ବାଲାକକୁ କହିଲେ, “ଏଠାରେ ମୋ’ ପାଇଁ ସାତ ଗୋଟି ଯଜ୍ଞବେଦି ନିର୍ମାଣ କର। ମୋ’ ପାଇଁ ସାତୋଟି ଷଣ୍ଢ ଓ ସାତୋଟି ମେଷ ପ୍ରସ୍ତୁତ କର।” Viz kapitola |