ଗଣନା ପୁସ୍ତକ 24:10 - ଓଡିଆ ବାଇବେଲ10 ଏଥିରେ ବିଲୀୟମ୍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିରେ ବିଲୀୟମ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥରଯାକ ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ବିଲୀୟମ୍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ। Viz kapitolaପବିତ୍ର ବାଇବଲ10 ବାଲାକ୍ ବିଲିୟମକୁ ରାଗିଗଲା। ବାଲାକ୍ ବିଲିୟମକୁ କହିଲା, “ମୁଁ ମୋର ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ନିମନ୍ତ୍ରଣ କଲି କିନ୍ତୁ ତୁମ୍ଭେ ସେମାନଙ୍କୁ ତିନିଥର ଆଶୀର୍ବାଦ କଲ। Viz kapitola |