ଗଣନା ପୁସ୍ତକ 24:14 - ଓଡିଆ ବାଇବେଲ14 ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।” Viz kapitolaପବିତ୍ର ବାଇବଲ14 ବର୍ତ୍ତମାନ ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି। ଦୟାକରି ଆସ, ଏହି ଲୋକମାନେ ତୁମ୍ଭ ଲୋକମାନଙ୍କୁ କ’ଣ କହିବେ, ତାହା ମୁଁ ତୁମ୍ଭକୁ କହିବି।” Viz kapitola |