ଗଣନା ପୁସ୍ତକ 25:14 - ଓଡିଆ ବାଇବେଲ14 ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର। Viz kapitolaପବିତ୍ର ବାଇବଲ14 ଇସ୍ରାଏଲର ଯେଉଁ ପୁରୁଷ ମିଦିୟନୀୟ ସ୍ତ୍ରୀ ସହିତ ନିହତ ହୋଇଥିଲା, ତାହାର ନାମ ସିମ୍ରି ଓ ସେ ସାଲୂର ପୁତ୍ର ଏବଂ ଶିମିୟୋନ ପରିବାରବର୍ଗର ନେତୃବର୍ଗ ଥିଲେ। Viz kapitola |