ଗଣନା ପୁସ୍ତକ 25:2 - ଓଡିଆ ବାଇବେଲ2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ2 ସେମାନଙ୍କର ଭଣ୍ତ ଦେବତାଙ୍କୁ ବଳିଦେବା ନିମନ୍ତେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ନିମନ୍ତ୍ରଣ କରିଥିଲେ। ସେମାନେ ବଳିଦାନ ଭୋଜନ କଲେ ଓ ସେମାନଙ୍କ ଭଣ୍ତ ଦେବତାଗଣଙ୍କୁ ପୂଜା କଲେ। Viz kapitola |