ଗଣନା ପୁସ୍ତକ 26:4 - ଓଡିଆ ବାଇବେଲ4 “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।” Viz kapitolaପବିତ୍ର ବାଇବଲ4 “ସେମାନେ କହିଲେ, ଯେଉଁ ପୁରୁଷମାନେ କୋଡ଼ିଏ ବର୍ଷ କିମ୍ବା ଅଧିକ ତୁମ୍ଭେ ସେହି ସମସ୍ତଙ୍କୁ ଗଣନା କର, ଠିକ୍ ଯେପରି ସଦାପ୍ରଭୁ ମୋଶାଙ୍କୁ ଆଦେଶ କରିଥିଲେ, ଯେତେବେଳେ ଲୋକମାନେ ମିଶରଠାରୁ ବାହାରି ଆସିଲେ।” Viz kapitola |