ଗଣନା ପୁସ୍ତକ 29:28 - ଓଡିଆ ବାଇବେଲ28 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ28 ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବା ଉଚିତ୍। ଏ ସମସ୍ତ ନିତ୍ୟ ହୋମବଳି, ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିଗୁଡ଼ିକ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍। Viz kapitola |