Online Bible

- Reklamy -




ଗଣନା ପୁସ୍ତକ 29:31 - ଓଡିଆ ବାଇବେଲ

31 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Viz kapitola kopírovat

ପବିତ୍ର ବାଇବଲ

31 ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମବଳି ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିସବୁ ଉତ୍ସର୍ଗ କରିବା ଉଚିତ୍।

Viz kapitola kopírovat




ଗଣନା ପୁସ୍ତକ 29:31

Následuj nás:

Reklamy


Reklamy