Online Bible

- Reklamy -




ଗଣନା ପୁସ୍ତକ 29:38 - ଓଡିଆ ବାଇବେଲ

38 ପୁଣି, ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ପୁଣି ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Viz kapitola kopírovat

ପବିତ୍ର ବାଇବଲ

38 ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି, ଏ ସମସ୍ତ ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ।

Viz kapitola kopírovat




ଗଣନା ପୁସ୍ତକ 29:38

Následuj nás:

Reklamy


Reklamy