ଗଣନା ପୁସ୍ତକ 3:35 - ଓଡିଆ ବାଇବେଲ35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆଉ ଅବୀହୟିଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ। Viz kapitolaପବିତ୍ର ବାଇବଲ35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ପରିବାରବର୍ଗର ଅଧିପତି ହେବ। ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ। Viz kapitola |