ଗଣନା ପୁସ୍ତକ 31:3 - ଓଡିଆ ବାଇବେଲ3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଲୋକ ସଜ୍ଜ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ତାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ। Viz kapitolaପବିତ୍ର ବାଇବଲ3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କର କେତେକ ଲୋକମାନଙ୍କୁ ଯୁଦ୍ଧ ପାଇଁ ପ୍ରସ୍ତୁତ କର, ସେମାନେ ମିଦିୟନୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କ ଦଣ୍ତାଜ୍ଞା ସଫଳ କରିବା ନିମନ୍ତେ ଯୁଦ୍ଧ କରିବେ। Viz kapitola |