ଗଣନା ପୁସ୍ତକ 31:48 - ଓଡିଆ ବାଇବେଲ48 ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)48 ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ଵକାରୀଗଣ, ଅର୍ଥାତ୍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ, Viz kapitolaପବିତ୍ର ବାଇବଲ48 ଏହା ପରେ ସୈନ୍ୟବାହିନୀର ନେତୃବର୍ଗ ସହସ୍ର ସୈନ୍ୟାଧିପତି ଓ ଶତ ସୈନ୍ୟାଧିପତିମାନେ ମୋଶାଙ୍କ ନିକଟକୁ ଆସିଲେ। Viz kapitola |