Online Bible

- Reklamy -




ଗଣନା ପୁସ୍ତକ 31:50 - ଓଡିଆ ବାଇବେଲ

50 ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

50 ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ଵର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ତଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”

Viz kapitola kopírovat

ପବିତ୍ର ବାଇବଲ

50 ଆମ୍ଭେମାନେ ପ୍ରତ୍ୟେକ ସୈନ୍ୟଙ୍କଠାରୁ ସଦାପ୍ରଭୁଙ୍କ ପାଇଁ ଉପହାର ସ୍ୱରୂପ ସୁବର୍ଣ୍ଣ କଙ୍କଣ, ବଳା, ଅଙ୍ଗୁରୀୟ, କୁଣ୍ତଳ ଓ ହାରସବୁ ଆଣିଅଛୁ। ଏହିସବୁ ସଦାପ୍ରଭୁଙ୍କୁ ଆମ୍ଭମାନଙ୍କର ପ୍ରାୟଶ୍ଚିତ ପାଇଁ ଉତ୍ସର୍ଗ କରୁଅଛୁ।”

Viz kapitola kopírovat




ଗଣନା ପୁସ୍ତକ 31:50

Následuj nás:

Reklamy


Reklamy