ଗଣନା ପୁସ୍ତକ 32:15 - ଓଡିଆ ବାଇବେଲ15 କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ଯେବେ ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।” Viz kapitolaପବିତ୍ର ବାଇବଲ15 ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କୁ ଅନୁସରଣ ନ କର, ସେ ଇସ୍ରାଏଲକୁ ମରୁଭୂମିରେ ଛାଡ଼ି ଦେବେ। ଏହିପରି ତୁମ୍ଭେ ସମସ୍ତଙ୍କୁ ବିନଷ୍ଟ କରିବ।” Viz kapitola |