Online Bible

- Reklamy -




ଗଣନା ପୁସ୍ତକ 32:17 - ଓଡିଆ ବାଇବେଲ

17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ।

Viz kapitola kopírovat

ପବିତ୍ର ବାଇବଲ

17 ମାତ୍ର ଆମ୍ଭମାନଙ୍କର ବାଳକମାନେ ଦେଶବାସୀଙ୍କଠାରୁ ନିରାପଦରେ ରହିବା ପାଇଁ ପ୍ରାଚୀର ବେଷ୍ଟିତ ନଗରରେ ବାସ କରିବେ, ଆଉ ଆମ୍ଭେମାନେ ଇସ୍ରାଏଲ ଲୋକମାନଙ୍କୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ।

Viz kapitola kopírovat




ଗଣନା ପୁସ୍ତକ 32:17

Následuj nás:

Reklamy


Reklamy