ଗଣନା ପୁସ୍ତକ 32:33 - ଓଡିଆ ବାଇବେଲ33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ-ସନ୍ତାନଗଣକୁ ଓ ରୁବେନ-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗର ରାଜ୍ୟ, ଅର୍ଥାତ୍, ସ୍ଵ ସ୍ଵ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। Viz kapitolaପବିତ୍ର ବାଇବଲ33 ତେଣୁ ମୋଶା ଗାଦ୍ ଗୋଷ୍ଠୀଗଣକୁ, ରୁବେନ୍ ଗୋଷ୍ଠୀଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ, ବାଶନର ରାଜା ଓଗ୍ର ରାଜ୍ୟ ଅର୍ଥାତ୍ ନିଜ ନିଜ ସୀମା ସହ ନାନା ନଗର ବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। Viz kapitola |